ଭୁବନେଶ୍ୱର, ୨୦।୧(ଓଡିଶାମେଲ): ଜାନୁଆରୀ ୨୬ରୁ ଭୁବନେଶ୍ୱର ୟୁନିଟ-୧ ପଡ଼ିଆରେ ଆଦିବାସୀ ମେଳା ଆରମ୍ଭ ହେବ। ଏହି ମେଳା ଫେବ୍ରୁଆରୀ ୯ ତାରିଖ ଯାଏ ଚାଲିବ। କୋଭିଡ୍‌ ନିୟମ ମାନି ମେଳା ଆୟୋଜନ କରାଯିବାକୁ ନିଷ୍ପତ୍ତି ହୋଇଛି। ଭିଡ ନିୟନ୍ତ୍ରଣ କରିବା ପାଇଁ ପୂର୍ବାହ୍ନ ୧୧ଟାରୁ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ମେଳା ଚାଲିବ। ଏଥିରେ ସାନିଟାଇଜ୍‌ ପ୍ରତି ବିଶେଷ ଧ୍ୟାନ ଦିଆଯାଇଛି।

LEAVE A REPLY

Please enter your comment!
Please enter your name here